ଟି-୨୦ ବିଶ୍ୱକପ: ଫାଇନାଲରେ ପାକିସ୍ତାନର ଫ୍ଲପ୍ ବ୍ୟାଟିଂ, ଚାମ୍ପିୟନ ହେବ ପାଇଁ ଇଂଲଣ୍ଡ ଆଗରେ ବିଜୟ ଲକ୍ଷ୍ୟ ୧୩୮
ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପର୍ ଫାଇନାଲ ମ୍ୟାଚ୍ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଛି। ଟସ୍ ହାରି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଆଗରେ ୧୩୮ ରନ୍ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ପାକିସ୍ତାନ ପାଇଁ…