ଯୁକ୍ତଦୁଇ ପ୍ରାକ୍ଟିକାଲ ଓ ଇଣ୍ଟରନାଲ ପରୀକ୍ଷା ତାରିଖ ଘୋଷଣା କଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଯୁକ୍ତଦୁଇ ପ୍ରାକ୍ଟିକାଲ ଓ ଇଣ୍ଟରନାଲ ପରୀକ୍ଷା ତାରିଖ ଘୋଷଣା କରିଛି ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) । ଡିସେମ୍ବର ୨୩ରୁ ଯୁକ୍ତଦୁଇ ଇଣ୍ଟରନାଲ ପରୀକ୍ଷା ଆରମ୍ଭ ହେବ ।…

ବାତ୍ୟା ଦାନା ଉପରେ ନଜର ରଖିବା ପାଇଁ ସଚିବାଳୟରେ ରାତି ସାରା ରହିବେ ମମତା ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ରାତି ସାରା ରାଜ୍ୟ ସଚିବାଳୟ ନୱାନାରେ ରହି ସାମୁଦ୍ରିକ ଝଡ଼ 'ଦାନା'ର ସ୍ଥିତି ଉପରେ ନଜର ରଖିବେ। ଦିଦି କହିଛନ୍ତି, ମଣିଷ ଜୀବନ ମୂଲ୍ୟବାନ। ଲୋକଙ୍କ…

ଓଡ଼ିଶାର ପ୍ରାର୍ଥୀଙ୍କ ପାଇଁ ବଡ଼ ସୁଯୋଗ: ୟୁନିୟନ ବ୍ୟାଙ୍କରେ ୧୫୦୦ ଚାକିରି, ଓଡ଼ିଶାର ୭ଟି କେନ୍ଦ୍ରରେ ହେବ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବ୍ୟାଙ୍କ କ୍ଷେତ୍ରରେ ଚାକିରି କରିବାକୁ ଇଚ୍ଛୁକ ଥିବା ଓଡ଼ିଶାର ସମସ୍ତ ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ବଡ଼ ସୁଯୋଗ । ୟୁନିୟନ ବ୍ୟାଙ୍କ ପକ୍ଷରୁ ମୋଟ ୧୫୦୦ଟି ପଦ ଖାଲି ରହିଛି । ସେଥିମଧ୍ୟରୁ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ନୂଆଦିଲ୍ଲୀ: ଆସନ୍ତା ମାସ ୧୩ ଓ ୨୦ ତାରିଖରେ ଦୁଇଟି ପର୍ଯ୍ୟାୟରେ ୮୧ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ହେବ । ଏହାପରେ ନଭେମ୍ବର ୨୩ରେ ଫଳାଫଲ ଘୋଷଣା କରାଯିବ । ଏହା ପୂର୍ବରୁ ବିଜେପି ପ୍ରଥମ…

ଏଠି ‘ଦାନା’ ବି ଦିଗହରା ହୋଇଯିବ; ଆଶା ଦିଦିଙ୍କ ଏପରି କାମକୁ ପ୍ରସଂଶା କଲେ ରାଜ୍ୟ ସରକାର

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଆଶା ଦିଦିଙ୍କ ଏପରି କାମକୁ ପ୍ରସଂଶା କଲେ ରାଜ୍ୟ ସରକାର । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍ ର ତାଳଚୁଆ ବାତ୍ୟା ଆଶ୍ରୟସ୍ଥଳୀ ନିକଟରେ ଲୋକଙ୍କୁ ସ୍ଥାନାନ୍ତର ବେଳର ଦୃଶ୍ୟକୁ…

LOC ନିକଟରେ ସେନା ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ: ୨ ଯବାନ ସହିଦ, ୨ ଶ୍ରମିକଙ୍କର ମଧ୍ୟ ଚାଲିଗଲା ଜୀବନ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ଗୁଲମର୍ଗରେ ଆତଙ୍କବାଦୀମାନେ ଦୁଇଟି ସେନା ଗାଡି ଉପରେ ଆକ୍ରମଣ କରିଛନ୍ତି । ଏହି ଆତଙ୍କବାଦୀ ଆକ୍ରମଣରେ ଦୁଇ ଯବାନ ସହିଦ ହୋଇଥିବାବେଳେ ଦୁଇଜଣ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଛି ।…

ଆଉ ମାତ୍ର ୭୦ କି.ମି… ଆରମ୍ଭ ହେବ ‘ଦାନା’ର ତାଣ୍ଡବ: ସ୍ଥଳଭାଗର ଆହୁରି ନିକଟତର ହେଲା ବାତ୍ୟା

ପାରାଦୀପ: ଧିରେ ଧିରେ ସ୍ଥଳଭାଗର ଖୁବ ନିକଟରେ ପହଞ୍ଚିଲାଣି ବାତ୍ୟା ‘ଦାନା’ । ଖୁବଶୀଘ୍ର ସ୍ଥଳଭାଗରେ ପାଦ ଥାପିବ ବାତ୍ୟା । ଭିତରକନିକା ଏବଂ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ବାତ୍ୟା ଲ୍ୟାଣ୍ଡଫଲ କରିବ ବୋଲି…

୧ ହଜାର କୋଟି ଟଙ୍କାର ଭେଞ୍ଚର୍‌ କ୍ୟାପିଟାଲ ପାଣ୍ଠି ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରି: ଜାଣନ୍ତୁ ଲାଭ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଇନ୍-ସ୍ପେସ୍ ଅଧୀନରେ ମହାକାଶ କ୍ଷେତ୍ର ପାଇଁ ୧ ହଜାର କୋଟି ଟଙ୍କାର ଭେଞ୍ଚର୍ କ୍ୟାପିଟାଲ ପାଣ୍ଠି…

ଓଡ଼ିଶା ଉପକୂଳକୁ ମାଡ଼ିଆସୁଛି ବାତ୍ୟା: ପାରାଦୀପରୁ ୭୦ କିମି ଦୂରରେ ଦାନା

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଇଛି ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ‘ଦାନା’ । ଏହା ବର୍ତ୍ତମାନ ପାରାଦୀପର ଦକ୍ଷିଣପୂର୍ବକୁ ୭୦ କିମି ଦୂରରେ ରହିଛି । ଘଣ୍ଟାକୁ ୧୫ କିମି ବେଗରେ ଗତି କରୁଛି ଏହି ବାତ୍ୟା ଦାନା ।ଏହା…

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୪୮ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ: ଆସନ୍ତା ମାସ ୨୦ ତାରିଖରେ ମହାରାଷ୍ଟ୍ର ବିଧାନସଭା ସଭାର ୨୮୮ ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ତା’ପରେ ୨୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ଏହା ପୂର୍ବରୁ ବିଜେପି ପ୍ରଥମ ପର୍ଯ୍ୟାୟରେ ୯୯ ଜଣ…