ଗୁଜରାଟ ବିଧାନସଭା ନିର୍ବାଚନ: ୪୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ
ନୂଆଦିଲ୍ଲୀ: ଆସନ୍ତା ଡିସେମ୍ବର ମାସରେ ଅନୁଷ୍ଠିତ ହେବ ଗୁଜରାଟ ବିଧାନସଭା ନିର୍ବାଚନ । ଡିସେମ୍ବର ୧ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୮୯ଟି ଆସନରେ ଓ ଦ୍ୱିତୀୟ ପର୍ଯ୍ୟାୟରେ ଡିସେମ୍ବର ୫ ତାରିଖରେ ୯୩ଟି ଆସନରେ ଭୋଟିଂ…