OUAT ପକ୍ଷରୁ ବାହାରିଲା ଅନେକ ପଦବୀ, ନଭେମ୍ବର ୩୦ ସୁଦ୍ଧା ଅଫଲାଇନରେ ଆବେଦନ କରନ୍ତୁ
ଚାକିରି ଖୋଜୁଥିବା ଯୁବକ, ଯୁବତୀଙ୍କ ପାଇଁ ଏକ ଭଲ ନିଯୁକ୍ତି ସୁଯୋଗ ଆସିଛି । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପକ୍ଷରୁ ବାହାରିଛି ଅନେକ ପଦବୀ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା…