ଭାରତରେ ଆରମ୍ଭ ହେଲା 5G ସେବା, ଇଣ୍ଡିଆନ ମୋବାଇଲ୍ କଂଗ୍ରେସରେ ଲଞ୍ଚ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦୀର୍ଘ ସମୟ ଅପେକ୍ଷା ପରେ ଶେଷରେ ଭାରତରେ ୫ଜି ସେବା ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡିଆନ ମୋବାଇଲ୍ କଂଗ୍ରେସ କାର୍ଯ୍ୟକ୍ରମ ୨୦୨୨ରେ ଦେଶରେ ୫ଜି ସେବାର ଶୁଭାରମ୍ଭ କରିଛନ୍ତି।…