‘ବିଚାରକଙ୍କ ଦୃଷ୍ଟିରେ ଏକାତ୍ମ ମାନବବାଦ’: ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଦିବସରେ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର: ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଦିବସରେ ରିତେଶ ପୃଷେଠଙ୍କ ଦ୍ୱାରା ଅନୁଦିତ ‘ବିଚାରକଙ୍କ ଦୃଷ୍ଟିରେ ଏକାତ୍ମ ମାନବବାଦ' ପୁସ୍ତକ ଉନ୍ମୋଚିତ ହୋଇଛି। ଭୁବନେଶ୍ୱର ୟୁନିଟ୍ ୯ରେ ଥିବା ଜୟ ଭାରତ ଭବନରେ…