ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଘନୀଭୂତ ହେବ : ଆଜିଠୁ ୧୫ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ…
ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍) : ଗତ କିଛି ଦିନ ହେବ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଜନଜୀବନ ପ୍ରଭାବିତ ହୋଇଛି । ବହୁ ଅଞ୍ଚଳରେ ଲୋକମାନେ ଜଳବନ୍ଦୀ ହେବା ସହ ବ୍ୟାପକ ଚାଷଜମି ଜଳ ପ୍ଲାବିତ ହୋଇଛି ।…