ରାଜଧାନୀରେ ଘର ଭିତରୁ ମିଳଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
ରାଜଧାନୀ ଭୁବନେଶ୍ୱରରେ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଭୁବନେଶ୍ୱର ନୟାପଲ୍ଳୀଠାରେ ଏକ ଭଡ଼ା ଘରେ ରହୁଥିବା ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବତୀଙ୍କ ନାମ ରଞ୍ଜିତା ସାହୁ…