ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ଲାଞ୍ଚ ନେଉଥିଲେ, ମାଡି ବସିଲା ଭିଜିଲାନ୍ସ
ଢେଙ୍କାନାଳ,(ଭାସ୍କର ନ୍ୟୁଜ୍): ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମେଡିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ଭିଜିଲାନ୍ସ ଜାଲରେ ଛନ୍ଦି…