IRCTC ଲଞ୍ଚ କଲା ସ୍ପେଶାଲ୍ ଟୁର୍ ପ୍ୟାକେଜ୍, କମ୍ ପଇସାରେ ନେପାଳ ବୁଲିବାର ମଜା ଉଠାନ୍ତୁ
ନୂଆଦିଲ୍ଲୀ: ଅଧିକାଂଶ ଲୋକଙ୍କର ଦେଶ, ବିଦେଶର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବୁଲିବାର ସଉକ ରହିଥାଏ । ତେବେ ସେଥିପାଇଁ ଇଣ୍ଡିଆନ ରେଲୱେ କ୍ୟାଟେରିଂ ଆଣ୍ଡ ଟ୍ୟୁରିଜିମ୍ କର୍ପୋରେସନ (ଆଇଆରସିଟିସି) ପକ୍ଷରୁ ଏକ ଶାନଦାର…