ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ: ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୪ରୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ…