ରାଇମୋହନଙ୍କ ଆତ୍ମହତ୍ୟା ରହସ୍ୟ: ମେଣ୍ଟାଲ ଡିପ୍ରେସନରେ ଥିଲେ ରାଇମୋହନ, ସୂଚନା ଦେଲେ ଡିସିପି
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): ଓଡିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଖଳନାୟକ ରାଇମୋହନଙ୍କ ଆତ୍ମହତ୍ୟାର କାରଣ ଖୋଜୁଛି କମିଶନରେଟ୍ ପୋଲିସ୍ । ଏହା ମଧ୍ୟରେ ମୃତ୍ୟୁ ପୂର୍ବରୁ ରାଇମୋହନ ମେଣ୍ଟାଲ ଡିପ୍ରେସନରେ ଥିବା…