ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜି୭ ସମ୍ମିଳନୀରେ ଭାଗ ନେବେ
ନୂଆଦିଲ୍ଲୀ: ଜି୭ ଶିଖର ସମ୍ମିଳନୀରେ ଭାଗ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀରେ ପହଞ୍ଚିଛନ୍ତି। ୨୬ ଜୁନ ରୁ ୨୮ଜୁନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀ ଏବଂ ୟୁଏଇ ଗସ୍ତରେ ଥିବା…