ରାଜ୍ୟରେ ପୁଣି ଫେରିଲା ଶୀତ: ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା, ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର, (ଭାସ୍କର ନ୍ୟୁଜ): ସାରା ରାଜ୍ୟରେ ପୁଣି ଫେରିଛି ଶୀତ । ଆଗାମୀ ୪ ଦିନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଦିନେ ଦୁଇଦିନ ମଧ୍ୟରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା…