ମହାବିନାୟକଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ବାଇକୁ ପିଟିଲା ହାଇୱା, ନବଦମ୍ପତ୍ତି ଗୁରୁତର
ଭଣ୍ଡାରିପୋଖରୀ (ଭାସ୍କର ନ୍ୟୁଜ୍) : ମହାଶିବରାତ୍ରୀ ଉପଲକ୍ଷେ ମହାବିନାୟକ ଦର୍ଶନ ପାଇଁ ବାଇକରେ ଯାଉଥିବା ନବବିବାହିତ ଦମ୍ପତ୍ତି ସଡକ ଧକ୍କା ଦେଲା ହାଇଓ୍ବା। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରାଯାଇଥିଲା । ପରେ…