RBI Recruitment 2022: ଗ୍ରାଜୁଏଟଙ୍କ ପାଇଁ ଏହି ପଦରେ ନିଯୁକ୍ତି ସୁଯୋଗ, ଜଲଦୀ କରନ୍ତୁ ଆବେଦନ, ୫୫ ହଜାର ମିଳିବ ଦରମା
ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କରେ ଚାକିରି କରିବା ପାଇଁ ଚାହୁଥିବା ଆଶାୟୀଙ୍କ ପାଇଁ ଖୁସି ଖବର । କାରଣ ଆରବିଆଇର ଆସିଷ୍ଟାଣ୍ଟ ପଦରେ ନିଯୁକ୍ତି ପାଇଁ ଆବେଦନ ଜାରି କରିଛି । ଇଚ୍ଛୁକ ଏବଂ ଯୋଗ୍ୟ ଆଶାୟୀ ଏହି ପଦରେ…