ଚଳିତ ବଜେଟରେ ଯୁବପୀଢ଼ିଙ୍କ ନିଯୁକ୍ତି ପାଇଁ କ’ଣ ସବୁ ଖାସ୍ ଯୋଜନା କରିଛନ୍ତି ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି । ଦେଶରେ କରୋନା ଲହର ଜାରି ରହିଥିବାରୁ ଚଳିତ ଥର ଅର୍ଥମନ୍ତ୍ରୀ ପେପରଲେସ୍ ବଜେଟ୍ ଆଗତ କରିଛନ୍ତି ।…