fbpx
BJD SKY
BJD SKY

ବିଶ୍ୱ ହିନ୍ଦୁ ମହାସଭା ପ୍ରଦେଶ ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା

ଲକ୍ଷ୍ନୌ, ୨ା୨: ବିଶ୍ୱ ହିନ୍ଦୁ ମହାସଭାର ପ୍ରଦେଶ ଅଧ୍ୟକ୍ଷ ରଞ୍ଜିତ ବଚନଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ସୂଚନା ମିଳିଛି । ସେ ସକାଳେ ମର୍ଣ୍ଣିଂ ୱାକ କରିବାକୁ ଗଲା ବେଳେ ବାଇକରେ ଦୁବୃର୍ତ୍ତ ଆସି ଗୁଳି କରି ହତ୍ୟା…

୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୨ା୨(ଓଡ଼ିଶା ଭାସ୍କର): ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଜିଲ୍ଲାଗୁଡ଼ିକ ହେଉଛି ରାୟଗଡ଼ା, ଗଜପତି, କୋରାପୁଟ,…

ବଜେଟକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧ା୨(ଓଡ଼ିଶା ଭାସ୍କର): ଆଜି ୨୦୨୦-୨୧ ପାଇଁ ବଜେଟ ଉପସ୍ଥାପନ କରିଥିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହାପରେ କେନ୍ଦ୍ର ବଜେଟକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ୟାଙ୍କ ଜମା…

ସାହିନାବାଗ ଅଞ୍ଚଳରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୧ା୨: ନୂଆଦିଲ୍ଲୀ ସ୍ଥିତ ସାହିନାବାଗ ଅଞ୍ଚଳରେ ଗୁଳି ଫୁଟିଥିବା ସୂଚନା ମିଳିଛି । ଗୁଳି ଚଳାଇଥିବା ବ୍ୟକ୍ତି ଜଣକୁ ଅଟକ ରଖିଛି ପୋଲିସ । ବ୍ୟକ୍ତି ଜଣକ ସାହିନବାଗରେ ଫାଙ୍କା ଗୁଳି ଚାଳନା କରିଥିଲେ ।…

ବଜେଟକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ, ୧ା୨: ଆଜି ୨୦୨୦-୨୧ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି କୃଷକଙ୍କ ଆୟ ଦୁଇଗୁଣ…

LICର ସେୟାର ବିକ୍ରି କରିବେ ସରକାର

ନୂଆଦିଲ୍ଲୀ,୧ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନା କରିଛନ୍ତି । ଆଇଡିବିଆଇ ବ୍ୟାଙ୍କରେ ଥିବା ଅଂଶଧନକୁ ମଧ୍ୟ ବିକ୍ରି କରାଯିବା ନେଇ ଅର୍ଥମନ୍ତ୍ରୀ ଘୋଷଣା…

ବଜେଟରେ କେଉଁ କ୍ଷେତ୍ରକୁ କେତେ ଟଙ୍କା ?

ନୂଆଦିଲ୍ଲୀ,୧ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନା କରିଛନ୍ତି । ବଜେଟରେ କୃଷି, ସ୍ୱାସ୍ଥ୍ୟ, ଶିକ୍ଷା, ମହିଳାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି । ତେବେ ଆସନ୍ତୁ…