କ୍ୟାପିଟାଲ୍ ହସ୍ପିଟାଲରେ ବଢ଼ିଲା କରୋନା ଭୟ: ଡାକ୍ତରଙ୍କ ସହ ୨ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍): ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍ପିଟାଲରୁ ଜଣେ ଡାକ୍ତରଙ୍କ ସମେତ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଡାକ୍ତର, ଜଣେ ମ୍ୟାନେଜର ଓ ଅନ୍ୟ ଜଣେ ଫାର୍ମାସିଷ୍ଟ କରୋନା…