ଖୁସି ଖବର: ରାଜ୍ୟରେ ଆଜି ୨୦୧୫ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ଭୁବନେଶ୍ୱରରେ କେମିତି ଅଛି କରୋନା ସ୍ଥିତି?

ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ଭୁବନେଶ୍ୱରରେ କୋଭିଡ ସ୍ଥିତି ନେଇ ଆଜି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ‘ଭୁବନେଶ୍ୱରରେ ଗତ ୧୦…

ନବୀନଙ୍କ ଡିଜିଟାଲ ପ୍ରଚାର

ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ରାଜ୍ୟରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ଚଳଚଞ୍ଚଳ ହୋଇପଡିଛି ରାଜନୀତି । ଏହାରି ମଧ୍ୟରେ ଆଜି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ବ୍ଲକରେ ପଶି ପିଟିଲେ ମହିଳା, ୬ ଆହତ

ଭଦ୍ରକ,୨୮ ।୧୦(ଓଡିଶା ଭାସ୍କର): ଭଦ୍ରକ ବନ୍ତ ବ୍ଲକ ଅଫିସ ଭିତରେ ପଶି ମାରପିଟ୍ କରିଛନ୍ତି ମହିଳା ମହାସଂଘ ସଦସ୍ୟା । ୨୦ରୁ ଅଧିକ ସଦସ୍ୟା ପଶି ଭଙ୍ଗାରୁଜା କରିବା ସହ କର୍ମଚାରୀଙ୍କୁ ପିଟିଛନ୍ତି । ମହାସଂଘ ସଦସ୍ୟାଙ୍କ…

ନଭେମ୍ବର ୧ରୁ ଖରିଫ ଧାନ ସଂଗ୍ରହ

ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ନଭେମ୍ବର ୧ରୁ ହେବ ଖରିଫ ଧାନ ସଂଗ୍ରହ । ନଭେମ୍ବର ୧ରୁ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ ସଂଗ୍ରହ କରାଯିବ । ଗତବର୍ଷ ଅପେକ୍ଷା ଅଧିକ ଅଢେଇ ଲକ୍ଷ ଚାଷୀ ଅନଲାଇନ ପଞ୍ଜିକରଣ କରିଛନ୍ତି ।…

ନଭେମ୍ବର ୨ରୁ କଟକରେ ସେରୋ ସର୍ଭେ

ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ନଭେମ୍ବର ୨ରୁ କଟକରେ ଆରମ୍ଭ ହେବାକୁ ଯାଉଛି ସେରୋ ସର୍ଭେ । ପ୍ରତି ୱାର୍ଡରେ ୬୦ ଲୋକଙ୍କ ରକ୍ତ ନମୁନା ସଂଗ୍ରହ କରାଯିବ । ରକ୍ତ ନମୁନା ସଂଗ୍ରହ ହୋଇଥିବା ଲୋକଙ୍କର ନାଁ ଗୋପନ…