ରାଜ୍ୟରେ ୧୩ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୭ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ…

ରାଜ୍ୟର ୩୦ ଜିଲ୍ଲାରୁ ୧୨୪୭ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୨୭।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୪୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

ଚନ୍ଦ୍ରପୃଷ୍ଠରେ ମିଳିଲା ଜଳର ସନ୍ଧାନ

ନୂଆଦିଲ୍ଲୀ,୨୭ ।୧୦: ଚନ୍ଦ୍ର ପୃଷ୍ଠରେ ମିଳିଛି ଜଳର ସନ୍ଧାନ । ଚନ୍ଦ୍ରପୃଷ୍ଠରେ ଜଳର ସନ୍ଧାନ ମିଳିଥିବା ଦାବି କରିଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ବା ନାସା । ପର୍ଯ୍ୟବେକ୍ଷଣ ଯାନ ‘ସୋଫିଆ’ ଜରିଆରେ ଜଳ ସନ୍ଧାନ…

୨୪ ଘଣ୍ଟାରେ କୋରୋନା ନେଲା ୪୮୮ ଜୀବନ

ନୂଆଦିଲ୍ଲୀ,୨୭ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୯ ହଜାର ୫୦୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬ ହଜାର ୪୬୯ ନୂଆ ଆକ୍ରାନ୍ତ…

କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ରାଶିଫଳ(୨୭-ଅକ୍ଟୋବେର-୨୦୨୦)

ମେଷ - ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ । ବୃଷ - ଆଜି ଆପଣ ସବୁ ଚ଼ିନ୍ତା…

ମାଲକାନଗିରି: ସର୍ଚ୍ଚ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଓ ଅସ୍ତ୍ର ଶସ୍ତ୍ର ଜବତ।

ମାଲକାନଗିରି, 26/10: ମାଲକାନଗିରି ସୁରକ୍ଷା ବଳ କୁ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଓ ଅସ୍ତ୍ର ଶସ୍ତ୍ର ଜବତ। ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ଯୋଡ଼ାଆମ୍ବ ଥାନା ଅନ୍ତର୍ଗତ…