ଆଜି ଓମିକ୍ରନ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ମୁଖ୍ୟ ଶାସନ ସଚିବ ଡକାଇଲେ ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବର୍ତ୍ତମାନ ସମଗ୍ର ବିଶ୍ୱରେ କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆଶଙ୍କା ଜାରି ରହିଛି । ପୂର୍ବରୁ ଡେଲଟା ଭାରିଆଣ୍ଟ ପାଇଁ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିବା ସହ ହସ୍ପିଟାଲଗୁଡ଼ିକ…