ଆଜି ୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): ସୁଦୃଶ ଲଘୁଚାପ କ୍ଷେତ୍ର ବୁଧବାର ଗାଙ୍ଗୀୟ– ପଶ୍ଚିମବଙ୍ଗ ଉପତ୍ୟାକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ…