କରୋନା ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ନିୟମ କଡ଼ାକଡ଼ି ପାଳନ କରିବାକୁ ଦେଲେ ନିର୍ଦ୍ଦେଶ
ଭୁବନେଶ୍ୱର: କରୋନା ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । କୋଭିଡର ନୂଆ ଭ୍ୟାରିଏଣ୍ଟ ଓମିକ୍ରନ ଏବେ ବୃଦ୍ଧି ପାଇବାରେ ଲାଗିଛି, ଯାହାକୁ ନେଇ ସତର୍କ କରାଇଛି ଡବ୍ଲୁଏଚଓ । ଏହାକୁ ନେଇ ବୁଧବାର ମୁଖ୍ୟମନ୍ତ୍ରୀ…