ଚାକିରିରୁ ବିଦାହେବେ ୧୯୩ ଜଣ ଦୁର୍ନୀତିଗ୍ରସ୍ତ ଯନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପ୍ରସ୍ତୁତ ହେଲା ତାଲିକା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚାକିରିରୁ ବିଦାହେବେ ରାଜ୍ୟର ଦୁର୍ନୀତିଗ୍ରସ୍ତ ଯନ୍ତ୍ରୀ । ଏନେଇ ପ୍ରଥମ ପର୍ଯ୍ୟାୟରେ ୧୯୩ ଜଣ ଯନ୍ତ୍ରୀଙ୍କ ତାଲିକା ପ୍ରସ୍ତୁତ ହୋଇଛି । ଆସନ୍ତା ବର୍ଷ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା…