NCAର ମୁଖ୍ୟ ପଦ ସମ୍ଭାଳିବେ ଭିଭିଏସ୍ ଲକ୍ଷ୍ମଣ, BCCI ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଦେଲେ ସୂଚନା
ନୂଆଦିଲ୍ଲୀ: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଭିଭିଏସ୍ ଲକ୍ଷ୍ମଣଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରାଯିବ । ଖୁବଶୀଘ୍ର ଲକ୍ଷ୍ମଣ ନ୍ୟାସନାଲ କ୍ରିକେଟ ଏକାଡେମୀର ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିବେ । ଏନେଇ ଭାରତୀୟ…