୧୩ରେ ଆସୁଛି ଆଉ ଏକ ଲଘୁଚାପ, ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର(ଭାସ୍କର ନ୍ୟୁଜ୍): ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଦକ୍ଷିଣ ଭାରତର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିଛି । ଓଡିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡୁ ନଥିଲେ ହେଁ ରାଜ୍ୟରେ ୧୨ରୁ…