ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ; କୃଷକଙ୍କ ସମସ୍ୟା ନେଇ କଲେ ଆଲୋଚନା
ନୂଆଦିଲ୍ଲୀ: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଚନ୍ନୀ ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ ସାକ୍ଷାତକାର । ସାକ୍ଷାତକାର ସମୟରେ ଉଭୟଙ୍କ…