ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏନ୍.ଭି.ରମନ୍ନା
ପୁରୀ,(ଭାସ୍କର ନ୍ୟୁଜ୍): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏନ୍.ଭି.ରମନ୍ନା। ସକାଳ ୭ଟାରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି…