ପୁଣି ଲଳିତ କଳା ଏକାଡେମୀର ସଭାପତି ହେଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର(ଭାସ୍କର ନ୍ୟୁଜ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଶ୍ୱବିଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୁନଃମନୋନୀତ କରାଯାଇଛି ।…