ଆସୁଛି ଆଉ ଦୁଇଟି ଲଘୁଚାପ: ଆଜି-କାଲି ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍): ଉତ୍ତର-ପଶ୍ଚିମ ଏବଂ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା…