ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା : ୧୮ରୁ ଢ଼ାଳିବ ବର୍ଷା, ୩ ଦିନ ଧରି…
ଭୁବନେଶ୍ବର (ଭାସ୍କର ନ୍ୟୁଜ୍): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଗୁରୁବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଚଳିତ ମାସ ୧୮ ତାରିଖ…