ରାଜ୍ୟରେ ୮ ହଜାର ଟପିଲା ମୃତ୍ୟୁସଂଖ୍ୟା, ଆଜି ପୁଣି ୫୩ ଜୀବନ ନେଲା କରୋନା
ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ…