Breaking News ମୁଲ୍ଲା ଅବଦୁଲ୍ ଘନୀ ବରାଦର ହେବେ ଆଫଗାନିସ୍ତାନର ନୂଆ ରାଷ୍ଟ୍ରପତି! Manas Pradhan Aug 16, 2021 ନୂଆଦିଲ୍ଲୀ: ଆଫଗାନିସ୍ତାନରେ ନୂଆ ଇତିହାସ ଲେଖା ହେବାକୁ ଯାଉଛି । ଦେଶର ରାଜଧାନୀ ଓ ରାଷ୍ଟ୍ରପତି ଭବନ ତାଲିବାନଙ୍କ କବଜାକୁ ଚାଲିଯିବା ପରେ ରାଷ୍ଟ୍ରପତି ଅସରଫ ଘନି ଦେଶଛାଡ଼ି ପଳାୟନ କରିଥିବା କୁହାଯାଉଛି । ତେବେ…
Breaking News ଆଜିଠୁ ଅଫଲାଇନରେ ନବମ ଶ୍ରେଣୀ ପାଠପଢ଼ା Sushreejyoti Routray Aug 16, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନା ମହାମାରୀ ସମୟରେ ଆଜିଠାରୁ ନବମ ଶ୍ରେଣୀ ପାଠପଢ଼ା ଆରମ୍ଭ ହୋଇଛି । ରାଜ୍ୟରେ ଆଜିଠାରୁ ଅଫଲାଇନରେ ନବମ ଶ୍ରେଣୀ ପାଠପଢ଼ା ଆରମ୍ଭ ହୋଇଛି । ସକାଳ ୯ଟାରୁ ୧୨ଟା ୩୦ ଯାଏଁ ସ୍କୁଲରେ ପାଠପଢ଼ା…
Breaking News ଛଅଦିନ ପରେ ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା: ଆଜି ୮୬୮ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ Manas Pradhan Aug 16, 2021 ଭୁବନେଶ୍ୱର, (ଓଡିଶା ଭାସ୍କର): ପ୍ରାୟ ୧୨ ଦିନ ଧରି ରାଜ୍ୟରେ କରୋନା ଉପର ତଳ ହେଉଛି । କେତେବେଳେ ଦୈନିକ ସଂକ୍ରମଣ ହଜାରେ ଟପିଯାଉଛି ତ କେତେବେଳେ ହଜାରେ ତଳକୁ ଖସି ଆସୁଛି । ସଂକ୍ରମଣର ଭୟାବହତା ଏ ପର୍ଯ୍ୟନ୍ତ…
Breaking News ତାଲିବାନ୍ କବଜାରେ ରାଷ୍ଟ୍ରପତି ଭବନ Sushreejyoti Routray Aug 16, 2021 ନୂଆଦିଲ୍ଲୀ: ଆଫଗାନିସ୍ତାନରେ ତାଲିବାନୀଙ୍କ ଆତଙ୍କ ଜାରି ରହିଛି । ଏହାରି ମଧ୍ୟରେ ଆଫଗାନିସ୍ତାନ ରାଷ୍ଟ୍ରପତି ଭବନ ଦଖଲ କରିଛନ୍ତି ତାଲିବାନ । ରାଷ୍ଟ୍ରପତି ଭବନ ଦଖଲ ନେଇ ତାଲିବାନ କମାଣ୍ଡର ଦାବି କରିଛନ୍ତି । ଦେଶ…
Breaking News ପୱନଦୀପ ରାଜନ Indian Idol-12 ସିଜିନର ୱିନର Manas Pradhan Aug 16, 2021 ନୂଆଦିଲ୍ଲୀ: ଦେଶର ସବୁଠାରୁ ପପୁଲାର ସିଙ୍ଗିଙ୍ଗ ରିୟଲିଟି ଶୋ ଇଣ୍ଡିଆନ୍ ଆଇଡଲ୍-୧୨ ସିଜିନର ପରିସମାପ୍ତି ଘଟିଛି । ବହୁ ସମୟ ଧରି ଏହି ସଙ୍ଗୀତଭିତ୍ତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନୋରଞ୍ଜନ କରିଆସୁଥିଲା । ତେବେ ଚଳିତ…
Breaking News ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆଜି ଓ କାଲି ଛେଚିବ Sushreejyoti Routray Aug 16, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…
Astrology ରାଶିଫଳ (ସୋମବାର ,୧୬ ଅଗଷ୍ଟ ,୨୦୨୧) Odisha Bhaskar Bureau Aug 16, 2021 ମେଷ - ଆଜି ସମସ୍ତ ସମସ୍ୟା ଓ ଶତ୍ରୁତାର ପରିସମାପ୍ତି ଘଟାଇପାରନ୍ତି। କିନ୍ତୁ ବାରମ୍ବାର ସ୍ଥାନ ଓ କାମର ପରିବର୍ତ୍ତନ ଚିନ୍ତା ମନରେ ଆଲୋଡନ ସୃଷ୍ଟି କରିବ। କିନ୍ତୁ ମନ ବୁଝିଲା ଭଳି କଥା କିମ୍ବା ଲୋଭନୀୟ ପ୍ରତିଶ୍ରୁତି…
Featured କ୍ଷୀର ପ୍ୟାକେଟରୁ ଉତ୍ପାଦନ ହେବ ଚାରାଗଛ; ଜାଣନ୍ତୁ କେମିତି Abinash Kumar Dhal Aug 16, 2021 ବର୍ତ୍ତମାନ କରୋନା ମହାମାରୀ ଯୋଗୁଁ ପିଲାମାନେ ଅନ୍ଲାଇନ୍ରେ ପାଠ ପଢ଼ୁଛନ୍ତି। ବଳକା ସମୟରେ କୁନି କୁନି ପିଲାମାନେ ନିଜର ଅନ୍ତର୍ନିହିତ ପ୍ରତିଭା ଦେଖାଇବାକୁ ଏକ ସୁଯୋଗ ପାଉଛନ୍ତି। ଏହି କ୍ରମରେ ସବୁଜ ପରିବେଶ ଲାଗି…
Breaking News ତାଲିବାନୀ ଅକ୍ତିଆରରେ ଆଫଗାନିସ୍ତାନ; ଘନିଙ୍କୁ ନେଇ ଘନେଇଲା ବିବାଦ Odisha Bhaskar Bureau Aug 16, 2021 ଓଡ଼ିଶା ଭାସ୍କର ବ୍ୟୁରୋ: ପୁଣିଥରେ ତାଲିବାନୀ ଶକ୍ତି ଦେଖାଇଲେ। ଆଫଗାନିସ୍ତାନ ରାଜଧାନୀ କାବୁଲକୁ ନିଜ ଅକ୍ତିଆର କରିନେଲେ ତାଲିବାନୀ। କ୍ଷମତା ହସ୍ତାନ୍ତର ପାଇଁ ପ୍ରକ୍ରିୟା ଚାଲିଥିବା ବେଳେ ରାଷ୍ଟ୍ରପତି ଆସ୍ରଫ…
City News ବିସ୍ଥାପିତ ବସ୍ତିରେ ’ସ୍ଵାଧୀନତା’ର ସଙ୍ଗୀତ ଗାନ, କଟକରେ ଏମିତି ପାଳିଲେ ସମାଜସେବୀ Odisha Bhaskar Bureau Aug 15, 2021 ଓଡ଼ିଶା ଭାସ୍କର ବ୍ୟୁରୋ: ସାରା ଦେଶ ପାଳିଛି ଏହାର ୭୫ତମ ସ୍ଵାଧୀନତା ଦିବସ। ଖୁବ ହର୍ଷ ଉଲ୍ଲାସର ସହିତ ସବୁଠି ଶୁଭିଛି ଜନ-ଗଣ-ମନ... ସଂଗୀତର ସୁର। ମହାମାରୀ କରୋନା ଲାଗି କଟକଣା ମଧ୍ୟରେ ପାଳିତ ହୋଇଛି ସ୍ଵାଧୀନତାର…