ଗୃହ ମନ୍ତ୍ରୀ ଅମିତ୍ ଶାହଙ୍କୁ ଭେଟିଲେ ବିଜେଡି ସାଂସଦ ପ୍ରତିନିଧି ଦଳ, ଉଠାଇଲେ ଏହି ଦାବି
ଭୁବନେଶ୍ୱର/ନୂଆଦିଲ୍ଲୀ : ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ତାଲିକା ପ୍ରସ୍ତୁତ କରିବାର ଅଧିକାର ରାଜ୍ୟକୁ ପ୍ରଦାନ କରୁଥିବା ସାମ୍ବିଧାନିକ ସଂଶୋଧନ ବିଧେୟକ ମଙ୍ଗଳବାର ଲୋକସଭାରେ ଗୃହୀତ ହୋଇଛି । ଏବେ ଏହାକୁ ରାଜ୍ୟସଭାରେ…