ପଦ୍ମ ପୁରସ୍କାର-୨୦୨୨ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ, ଜାଣନ୍ତୁ କେବେ ରହିଛି ଅନ୍ତିମ ତାରିଖ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ପଦ୍ମ ପୁରସ୍କାର-୨୦୨୨ ପାଇଁ ନାମାଙ୍କନ ଓ ସୁପାରିଶ ପ୍ରକ୍ରିୟାର ଆରମ୍ଭ ହୋଇଛି । ଆସନ୍ତା ୨୦୨୨ ମସିହାରେ ଗଣତନ୍ତ୍ର ଦିବସ ଅବସରରେ ଏହି ପୁରସ୍କାର ଘୋଷଣା…