CHARIDHAM

ମନ୍ତ୍ରୀପଦ ପରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଅଶ୍ୱିନୀ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ବୁଧବାର ମନ୍ତ୍ରୀପଦ ମିଳିବା ପରେ ରାଜ୍ୟସଭା ସାଂସଦ ତଥା ପୂର୍ବତନ ଆଇଏଏସ ଅଧିକାରୀ ଅଶ୍ୱିନୀ ବୈଷ୍ଣବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନିଜ ସୋସିଆଲ ମିଡିଆ…

ବିଶ୍ୱେଶ୍ୱର ଟୁଡୁଙ୍କୁ ଆଦିବାସୀ ବ୍ୟାପାର ଓ ଜଳ ଶକ୍ତି ବିଭାଗ

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ ସଂପ୍ରସାରଣରେ ମୟୁରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କୁ ମିଳିଛି ଆଦିବାସୀ ବ୍ୟାପାର ଓ ଜଳଶକ୍ତି ବିଭାଗ । ପ୍ରଥମ ଥର ସାଂସଦ ହୋଇଥିବା ଟୁଡୁଙ୍କୁ ଏହି ଦୁଇ ବିଭାଗର ରାଷ୍ଟ୍ର ମନ୍ତ୍ରୀ…

ଟୋକିଓ ଅଲିମ୍ପିକ୍ସ: ଜାପାନରେ ଲାଗୁହେଲା ଜରୁରୀ ପରିସ୍ଥିତି

ନୂଆଦିଲ୍ଲୀ: ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ତେବେ ଖେଳର ଏହି ମହାକୁମ୍ଭକୁ ଆଉ ମାତ୍ର ୧୬ ଦିନ ବାକିଥିବାବେଳେ ବୁଧବାର ଜାପାନ ସରକାର ଜରୁରୀ କାଳୀନ ପରିସ୍ଥିତି ଘୋଷଣା କରିଛନ୍ତି । କୋଭିଡ-୧୯…

ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ; ଧର୍ମେନ୍ଦ୍ରଙ୍କୁ ଶିକ୍ଷା, ଅଶ୍ୱିନୀଙ୍କୁ ରେଳ ଓ ଆଇଟି

ନୂଆଦିଲ୍ଳୀ :ବୁଧବାର ଶପଥ ଗ୍ରହଣ କରିଥିବା କ୍ୟାବିନେଟ୍ ମନ୍ତ୍ରୀଙ୍କ ମଧ୍ୟରେ ବିଭାଗଗ ବଣ୍ଟନ କରାଯାଇଛି । କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଅଶ୍ୱିନୀ କୁମାର ବୈଷ୍ଣବଙ୍କୁ ରେଳ ଓ ଆଇଟି ବିଭାଗର…

ମୋଦୀଙ୍କ ୭ ଓଣ୍ଡର ଓମ୍ୟାନ୍: କ୍ୟାବିନେଟରେ ଦେଖାଇବେ ଜଲୱା

ନୂଆଦିଲ୍ଲୀ: ବିଶ୍ୱର ଅନ୍ୟ ରାଷ୍ଟ୍ରମାନଙ୍କରେ ମହିଳା ଏବଂ ପୁରୁଷ ରାଜନୈତିକ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଦେଖା ଦେଉଥିବା ତାରତମ୍ୟ ଟିକିଏ କମ୍ । ତେବେ ଭାରତରେ ପୁରୁଷ ଏବଂ ନାରୀ ନେତ୍ରୀଙ୍କ ମଧ୍ୟରେ ବ୍ୟବଧାନ ଢେର ଅଧିକ ।…

ଲୋକପ୍ରିୟ ହେଉଛି ପବ୍‌ଜୀର ଭାରତୀୟ ଭର୍ସନ

ନୂଆଦିଲ୍ଲୀ: ଭାରତରେ ଲଞ୍ଚ ହୋଇଛି ପବ୍‌ଜୀର ଭାରତୀୟ ଭର୍ସନ ବ୍ୟାଟେଲଗ୍ରାଉଣ୍ଡ୍ସ ମୋବାଇଲ ଇଣ୍ଡିଆ । ଜୁଲାଇ ୨ ତାରିଖଠାରୁ ଏହି ଗେମ୍‌କୁ ଭାରତରେ ଲଞ୍ଚ କରାଯାଇଛି । ଏହି ଗେମ୍‌ ଏବେ ଖୁବ ଲୋକପ୍ରିୟ ହେବାରେ ଲାଗିଛି ।…

ଟି-୨୦ ରାଙ୍କିଙ୍ଗ: ରାହୁଲ ଉଠିଲେ କୋହଲି ସ୍ଥିର

ଦୁବାଇ: ଆଇସିସି ପକ୍ଷରୁ ବୁଧବାର ଟି-୨୦ ର୍ୟାଙ୍କିଙ୍ଗ ପ୍ରକାଶ ପାଇଛି । ଭାରତୀୟ ଅଧିନାୟକ ବିରାଟ କୋହଲି ୫ମ ସ୍ଥାନରେ ସ୍ଥିର ରହିଥିବା ବେଳେ କେ ଏଲ୍ ରାହୁଲ ଷଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି । ଇଂଲଣ୍ଡର ଦାୱିଦ ମଲାନ…

ପେଟ୍ରୋଲ ଦରକୁ ନେଇ ମୋଦୀଙ୍କୁ ଘେରିଲେ ମମତା

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଦେଶରେ ପେଟ୍ରୋଲ ଦର ବୃଦ୍ଧିକୁ ନେଇ ମୋଦୀଙ୍କୁ ଘେରିଛନ୍ତି । ମମତା ଅଭିଯୋଗ କରିଛନ୍ତି କେନ୍ଦ୍ର ସରକାର ପେଟ୍ରୋଲ ଦର ବୃଦ୍ଧି କରି ସାଧାରଣ ଲୋକଙ୍କଠାରୁ…

ସରପଞ୍ଚରୁ କେନ୍ଦ୍ରମନ୍ତ୍ରୀ: ଜାଣନ୍ତୁ ଏହି ନେତାଙ୍କ ସମ୍ପର୍କରେ

ନୂଆଦିଲ୍ଲୀ: ବୁଧବାର ମୋଦୀ ସରକାରଙ୍କ କ୍ୟାବିନେଟ ସଂପ୍ରସାରଣରେ କେନ୍ଦ୍ର ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ମହାରାଷ୍ଟ୍ରର ନେତା କପିଲ ପାଟିଲ୍ । ତେବେ ଜାଣି ଆଶ୍ଚର୍ଯ୍ୟ ହେବେ କି ଏକଦା ସରପଞ୍ଚ ଭାବରେ ନିଜର ରାଜନୈତିକ…

କାଲି ୨ଟି ଶୁଭଯୋଗରେ ପାଳନ ହେବ ମାସିକ ଶିବରାତ୍ରି, ଜାଣନ୍ତୁ ପୂଜାର ଶୁଭ ମୁହୂର୍ତ୍ତ ଓ ବିଧି

ପ୍ରତି ମାସର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥୀରେ ମାସିକ ଶିବରାତ୍ରି ପାଳନ କରାଯାଏ । ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଆଷାଢ଼ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥୀ ୮ ଜୁଲାଇ ଅର୍ଥାତ୍ ଆସନ୍ତାକାଲି ପଡ଼ୁଛି । ଧାର୍ମିକ…