fbpx

ପାରା ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ୨କୋଟି ଟଙ୍କା ପୁରସ୍କାର ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ୨ କୋଟି ଟଙ୍କା ପୁରସ୍କାର ଘୋଷଣା । ରାଜ୍ୟ ସରକାରଙ୍କ ପକ୍ଷରୁ ୨ କୋଟି ଟଙ୍କା ପୁରସ୍କାର ଘୋଷଣା । ପାରା ଏସୀୟ କ୍ରୀଡ଼ା ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିଲେ । ୨୦୧୮ ପାରା ଏସୀୟ କ୍ରୀଡ଼ାରେ ବି ସ୍ୱର୍ଣ୍ଣ ଜିତିଥିଲେ ପ୍ରମୋଦ ।

ତେବେ ଏହା ମଧ୍ୟରେ ଏସୀୟ କ୍ରୀଡ଼ାରେ ଗୌରବ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ପ୍ରମୋଦ ଭଗତ । ମିକ୍ସଡ ଡବଲ୍ସ ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତ ଓ ମନିଷା ରାମାଦାସ ବ୍ରୋଞ୍ଜ ପଦକ ଜିତିଥିଲେ । ପରେ ଭାରତୀୟ ଯୋଡ଼ି ମିକ୍ସଡ ଡବଲ୍ସ ଏସଏଲ୩- ଏସୟୁ୫ ଇଭେଣ୍ଟରେ ସେମିଫାଇନାଲରେ ପ୍ରବେଶ କରିଥିଲେ । ପ୍ରମୋଦ ଭଗତଙ୍କୁ ୨ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି ରାଜ୍ୟ ସରକାର ।

Get real time updates directly on you device, subscribe now.