fbpx

ପରେଶ ରାୱଲ ହେଲେ NSDର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୦ ।୯: ପ୍ରସିଦ୍ଧ ଅଭିନେତା ବା ବିଜେପି ନେତା ପରେଶ ରାୱଲଙ୍କୁ ନ୍ୟାସନାଲ ସ୍କୁଲ ଅଫ ଡ୍ରାମା (ଏନଏସଡି)ର ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି । ବିଜେପିର ପୂର୍ବ ଲୋକସଭା ସାଂସଦ ପରେଶ ଏଣିକି ଏନଏସଡିର ଦାୟିତ୍ୱ ସମ୍ଭାଳିବେ । ୨୦୧୭ ମସିହାରୁ ଏନଏସଡି ଅଧ୍ୟକ୍ଷ ପଦ ଖାଲିପଡିଥିଲା । ପରେଶଙ୍କ ନିଯୁକ୍ତି ନେଇ ରାଷ୍ଟ୍ରପତି ଭବନରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.