fbpx
BSKY
BJD SHG SKY
BJD YOUTH SKY

ପରୀ ହତ୍ୟା ମାମଲା: ଅଭିଯୁକ୍ତର ନାର୍କୋ ଟେଷ୍ଟ ଶୁଣାଣି ଆଜି

ନୟାଗଡ଼, ୮ା୧ (ଓଡିଶା ଭାସ୍କର): ନୟାଗଡ଼ ଜିଲ୍ଲା ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ଆଜି ଅଭିଯୁକ୍ତ ନାବାଳକର ନାର୍କୋ ଟେଷ୍ଟ ଶୁଣାଣି ହେବ । ଏନେଇ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ନାବାଳକକୁ ହାଜର କରିଛି ଏସଆଇଟି ।

ଅଭିଯୁକ୍ତର ନାର୍କୋ ଆନାଲିସିସ ଟେଷ୍ଟ ହେବ କି ନାହିଁ ଏନେଇ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଆଜି ଶୁଣାଣି ହେବ । ଏହି ଟେଷ୍ଟ ପାଇଁ ଏସଆଇଟି ଆବେଦନ କରିଥିଲା । ତେବେ ଏହି ଟେଷ୍ଟ ନେଇ ବିଭିନ୍ନ ପ୍ରଶ୍ନ ଉଠୁଛି । ଅନ୍ୟପଟେ ପରୀକୁ ନ୍ୟାୟ ଦାବିରେ ରାଜ୍ୟ ବିଜେପି ତରଫରୁ ଦୀପ ଦାନ ଅଭିଯାନ ଆରମ୍ଭ କରାଯାଇଛି ।

Get real time updates directly on you device, subscribe now.