fbpx

ଜାନୁଆରୀ ୨୦ରେ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୭ ।୧: ଆସନ୍ତା ଜାନୁଆରୀ ୨୦ ତାରିଖରେ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏଥିରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କାର୍ଯ୍ୟକ୍ରମରେ ଓଡିଶାରୁ ୨୮ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ । ନୂଆଦିଲ୍ଲୀର ଟାଲକେଟେରା ଷ୍ଟାଡିୟମରେ ହେବାକୁ ଯାଉଥିବା ଏହି କାର୍ଯ୍ୟକ୍ରମ ପାଇଁ ସାରା ଦେଶରୁ ୨୨୦୦ ଜଣ ଛାତ୍ରଛାତ୍ରୀ ମନୋନିତ ହୋଇଛନ୍ତି ।

Get real time updates directly on you device, subscribe now.