fbpx

ବଡ଼ ଖବର: ନଭେମ୍ବର ୨୯ରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ : ନଭେମ୍ବର ୨୯ ତାରିଖରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ନଭେମ୍ବର ୨୯ରୁ ଆରମ୍ଭ ହୋଇ ଅଧିବେଶନ ଡିସେମ୍ବର ୨୩ ଯାଏଁ ଚାଲିବ । ତେବେ ଆଗାମୀ ବର୍ଷର ଆରମ୍ଭରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ । ଏପରି ପରିସ୍ଥିତିରେ ଏହି ଅଧିବେଶନରେ ମୋଦୀ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ବିଲ୍ ପାସ୍ କରିପାରନ୍ତି । ଅଧିବେଶନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି ।

Get real time updates directly on you device, subscribe now.