fbpx

ପେଗାସସ୍ ମାମଲା: କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟର ନୋଟିସ୍, ୧୦ ଦିନ ଭିତରେ ମାଗିଲେ ଜବାବ୍

ନୂଆଦିଲ୍ଲୀ: ପେଗାସସ୍ ଗୁପ୍ତଚର ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା । ନିରପେକ୍ଷ ତଦନ୍ତ ଦାବିରେ ଆବେଦନ କରିଥିବା ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରି ଏହାର ଜବାବ ମାଗିଛନ୍ତି। ୧୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କୋର୍ଟ କହିଛନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣ କହିଛନ୍ତି ଯେ ସେ ଏହି ପ୍ରସଙ୍ଗରେ କେନ୍ଦ୍ରର ପକ୍ଷ ଜାଣିବେ । ଏହା ପରେ ସେ ଅଧିକ ବିଚାର କରିବେ ।

Get real time updates directly on you device, subscribe now.