fbpx

୫% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୧୪ ।୨(ଓଡିଶା ଭାସ୍କର): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ କର୍ମଚାରୀଙ୍କ ପାଇଁ ୫% ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର । ଏହା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ । ସପ୍ତମ ବେତନ କମିସନର ବକେୟା ବର୍ଦ୍ଧିତ ଦରମାର ୧୦% ଦେଲେ ରାଜ୍ୟ ସରକାର । ମହଙ୍ଗା ଭତ୍ତା ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

Get real time updates directly on you device, subscribe now.