fbpx

ରଥ ନୀତି ପାଇଁ ଅନୁମତି ପତ୍ର

ପୁରୀ, ୧୬ା୬(ଓଡ଼ିଶା ଭାସ୍କର): ଆସନ୍ତା ଜୁନ ୨୩ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ହେବ କି ନାହିଁ ସେନେଇ ସମସ୍ତେ ଦ୍ୱନ୍ଦ୍ୱରେ ରହିଛନ୍ତି । ଏହାରି ମଧ୍ୟରେ ଆଜି ରଥ ପ୍ରତିଷ୍ଠା ପାଇଁ ଦେଉଳ ପୁରୋହିତଙ୍କୁ ଅନୁମତି ପତ୍ର ଦିଆଯାଇଛି । ଦେଉଳ ପୁରୋହିତଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ଅନୁମତି ପତ୍ର । ତେଣୁ ମହାପ୍ରଭୁଙ୍କ ଘୋଷଯାତ୍ରା ନେଇ ସମ୍ଭାବନା ବଢ଼ିଛି ।

Get real time updates directly on you device, subscribe now.