fbpx

PGCIL Recruitment 2024: ପାୱାର ଗ୍ରୀଡ୍ 1027 ପୋଷ୍ଟ ପାଇଁ ବାହାର କରିଛି ନିଯୁକ୍ତି, ଏପରି କରିପାରିବେ ଆବେଦନ

ପିଜିସିଆଇଏଲରେ ଚାକିରି ପାଇବାର ସୁବର୍ଣ୍ଣ ସୁଯୋଗ । ଏଠାରେ ଅପାରଣ୍ଟିସ ୧୦୨୭ ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଏଥିପାଇଁ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି । ଆବେଦନ କରିବାର ଶେଷ ତାରିଖ ସେପ୍ଟେମ୍ବର ୮, ୨୦୨୪ ରହିଛି । ଆବେଦନ କରିବାର ଶେଷ ତାରିଖ ପୂର୍ବରୁ ଆବେଦନ କରନ୍ତୁ । ଏଥିପାଇଁ ଆବେଦନ ଅନଲାଇନରେ powergrid.in. କୁ ଯାଇ କରିପାରିବେ ।

ପଦବୀ ବିବରଣୀ : ୧୦୨୭

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ସେପ୍ଟେ୍ଵମ୍ବର ୮, ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ ୧୦ମ ପାସ୍‌ କରିଥିବା ବେଳେ ଡିପ୍ଲୋମା କରିଥିବା ଜରୁରୀ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ସର୍ବନିମ୍ନ ନିୟମ ୧୮ ବର୍ଷ ରହିଛି । ସଂରକ୍ଷିତ ଶ୍ରେଣୀ ପ୍ରାର୍ଥୀଙ୍କୁ ବୟସ ସୀମାରେ ଛାଡ ମିଳିବ ।

ଆବେଦନ ଶୁଳ୍କ : ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କୁ କୌଣସି ଶୁଳ୍କ ଦେବାକୁ ପଡିବ ନାହିଁ ।

ଚୟନ ପ୍ରକ୍ରିୟା : ପ୍ରାର୍ଥୀଙ୍କ ଚୟନ ପାଇଁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ । ମେରିଟ ଆଧାରରେ ପ୍ରାର୍ଥୀଙ୍କ ଚୟନ କରାଯିବ ।

Get real time updates directly on you device, subscribe now.