fbpx

ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା; ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ହେଲା ପରୀକ୍ଷା କାର୍ଯ୍ୟସୂଚୀ

AAKASH

ଭୁବନେଶ୍ୱର (ଓଡ଼ିଶା ଭାସ୍କର) ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ହେଲା ପରୀକ୍ଷା କାର୍ଯ୍ୟସୂଚୀ । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ଯୁକ୍ତ ୨ ପରୀକ୍ଷା। 

Get real time updates directly on you device, subscribe now.