fbpx

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା ;ଆଜି ଯୁକ୍ତ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା ଫଳ । ଆଜି ଅପରାହ୍ନ ୩ଟାରେ ପ୍ରକାଶ ପାଇବ ଫଳ । ଚଳିତ ଥର ୧ହଜାର ୧୪୭ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ତେବେ ଆଜି ଅପରାହ୍ନରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପିଲା ମାନେ ୱେବ୍ସାଇଟ ରେ ନିଜ ପରୀକ୍ଷା ଫଳ ଜାଣିପାରିବେ ।

Get real time updates directly on you device, subscribe now.