fbpx

ମେ’ ୧୮ ତାରିଖରୁ +୨ ପରୀକ୍ଷା

ଭୁବନେଶ୍ୱର,୨୪ ।୨(ଓଡିଶା ଭାସ୍କର): ମେ’ ୧୮ ତାରିଖରୁ +୨ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ । ମେ ୧୮ରୁ ଆରମ୍ଭ ହୋଇ ଜୁନ୍ ୧୨ ତାରିଖରେ ସରିବ +୨ ପରୀକ୍ଷା । ଭୋକେସନାଲ ପରୀକ୍ଷା ମେ’ ୧୮ରୁ ଆରମ୍ଭ ହେବ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.