fbpx

ଓଡ଼ିଶାକୁ ମିଳିଲା ୫୦୦ କୋଟିର ରିଲିଫ୍

Advertisement

ନୂଆଦିଲ୍ଲୀ: ବାତ୍ୟା ୟଶ୍ ଯୋଗୁଁ ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଯାହାର ସମୀକ୍ଷା କରିବା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ରାଜ୍ୟର ପରିଦର୍ଶନ ଗସ୍ତ କରିଛନ୍ତି । ଦୁଇ ରାଜ୍ୟର ବାତ୍ୟାର ସମୀକ୍ଷା ପରେ ସେ ୧୦୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ଓଡ଼ିଶାକୁ ୫୦୦ କୋଟି ଏବଂ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ୫୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଖାଲି ସେତିକି ନୁହେଁ ବାତ୍ୟାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ୨ ଲକ୍ଷ ଟଙ୍କା ଘୋଷଣା କରିଥିବା ବେଳେ ଆହତଙ୍କୁ ୫୦ ହଜାର ଟଙ୍କା ଅର୍ଥ ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Get real time updates directly on you device, subscribe now.